Masthead

ପାକିସ୍ଥାନକୁ ୩୫୭ ରନ୍ ର ଟାର୍ଗେଟ ଦେଲା ଭାରତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ପୁଣି ଆରମ୍ଭ ହୋଇଛି ଭାରତ ପାକିସ୍ଥାନ ମ୍ୟାଚ । ପାକିସ୍ତାନକୁ ଭାରତ ୩୫୭ ରନର ଟାର୍ଗେଟ ଦେଇଛି । ଗତକାଲିର ଅଧା ମ୍ୟାଚ ଆଜି ପୁଣି ଆରମ୍ଭ ହୋଇଛି । ଆରମ୍ଭରୁ ମ୍ୟାଚ ଜାରି ରଖିଥିଲା ଟିମ୍ ଇଣ୍ଡିଆ । ଏବଂ ଆକ୍ରମଣାତ୍ମକ ବ୍ୟାଟିଂ ସହ ୩୫୬ ରନ୍ ଛୁଇଁଥିଲା । ଏବେ ପାକିସ୍ଥାନକୁ ବିଜୟ ପାଇଁ ୫୦ ଓଭରରେ ୩୫୭ ରନ୍ କରିବାକୁ ପଡିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ