Masthead

ଜି-୨୦ ଆୟୋଜନକୁ ନେଇ ବିଶ୍ୱରେ ପ୍ରଶଂସା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜି-୨୦ ଶିଖର ସମ୍ମିଳନୀକୁ ସଫଳତାର ସହ ଆୟୋଜନକୁ ନେଇ ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱକୁ ସାରା ବିଶ୍ୱରେ ପ୍ରଶଂସା କରାଯାଉଛି। ଅଧିକାଂଶ ବିଶ୍ୱ ଗଣମାଧ୍ୟମ ଭାରତର ବଢୁଥିବା ଆଭିମୁଖ୍ୟକୁ ବିଶ୍ୱ ଦକ୍ଷିଣର ସ୍ୱର ଭାବରେ ପ୍ରଶଂସା କରିଛନ୍ତି। ଆମେରିକାର ପ୍ରସିଦ୍ଧ ଖବରକାଗଜ ୱାଶିଂଟନ ପୋଷ୍ଟ ବିଶ୍ୱର ସମସ୍ୟାର ସମାଧାନ ଏବଂ ସମସ୍ତ ବିକାଶମୂଳକ ତଥା ଭୌଗଳିକ ରାଜନୈତିକ ପ୍ରସଙ୍ଗରେ ଶତପ୍ରତିଶତ ସହମତି ହାସଲ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରୁଥିବାବେଳେ ଜି-୨୦ ଶିଖର ସମ୍ମିଳନୀରେ ଭାରତ ବିଭାଜିତ ବିଶ୍ୱଶକ୍ତିଙ୍କ ମଧ୍ୟରେ ବୁଝାମଣା କରିବା ମୋଦିଙ୍କ ପାଇଁ ଏକ ବଡ କୂଟନୈତିକ ବିଜୟ। ଭାରତର ଅଧ୍ୟକ୍ଷତାରେ ଅନୁଷ୍ଠିତ ଜି-୨୦ ନେତାଙ୍କ ସମ୍ମିଳନୀକୁ ଆମେରିକା ସମ୍ପୂର୍ଣ୍ଣ ସଫଳତା ବୋଲି ବର୍ଣ୍ଣନା କରିଛି। ଆମେରିକାର ବୈଦେଶିକ ବିଭାଗର ମୁଖପାତ୍ର ମାଥ୍ୟୁ ମିଲର ଗଣମାଧ୍ୟମକୁ ସମ୍ବୋଧିତ କରି କହିଛନ୍ତି ଯେ, ଏହା ଏକ ବଡ଼ ସଫଳତା ବୋଲି ଆମେ ବିଶ୍ୱାସ କରୁ। ଜି-୨୦ ଏକ ବଡ ସଂଗଠନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି