Masthead

ଏସିଆ କପ୍ ସୁପର ଫୋର; ଆଜି ଭାରତ-ଶ୍ରୀଲଙ୍କା ମୁକାବିଲା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏସିଆ କପ୍ ସୁପର ଫୋରରେ ଆଜି ଭାରତ-ଶ୍ରୀଲଙ୍କା ମୁକାବିଲା । କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଦିନ ୩ଟାରେ ଖେଳାଯିବ ମ୍ୟାଚ୍ । ବିଜୟ ଧାରା ବଜାୟ ରଖିବାକୁ ରଣନୀତି ପ୍ରସ୍ତୁତ କରିଛି ଟିମ୍ ଇଣ୍ଡିଆ । ସେହିପରି ଶ୍ରୀଲଙ୍କା ମଧ୍ୟ ମୁକାବିଲା କରିବାକୁ ପୂରା ପ୍ରସ୍ତୁତ । ଗତକାଲି ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ପାକିସ୍ତାନକୁ ୨୨୮ ରନର ବଡ଼ ବ୍ୟବଧାନରେ ହରାଇଥିଲା ।

ବିରାଟ କୋହଲି ଓ କେ.ଏଲ ରାହୁଲ ଖେଳିଥିଲେ ଚମତ୍କାର ଇନିଂସ  । ଉଭୟ ଦମଦାର ଶତକ ହାସଲ କରିଥିଲେ । ସେହିପରି ବୋଲିଂରେ ମଧ୍ୟ ଟିମ୍ ଇଣ୍ଡିଆ ଭଲ ପ୍ରଦର୍ଶନ କରିଥିଲା । ତେବେ ଆଜିର ମ୍ୟାଚ ଜିତିବାକୁ ଚେଷ୍ଠା କରିବ ଭାରତ । । ଆଜିର ମ୍ୟାଚ୍ ଜିତିଲେ ଭାରତର ଫାଇନାଲ୍ ଖେଳିବା ଏକପ୍ରକାର ସ୍ପଷ୍ଟ ହୋଇଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ