Masthead

ସୁପ୍ରିମକୋର୍ଟଙ୍କ ରାୟ; ବିନା ଅନୁମତିରେ ହେବ ସରକାରୀ ବାବୁଙ୍କ ମାମଲା ରୁଜୁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ନୂଆଦିଲ୍ଲୀ କେନ୍ଦ୍ର ସରକାରଙ୍କ ଅଧୀନରେ ନୀଯୁକ୍ତ ଯୁଗ୍ମ ସଚିବ ଓ ଅଫିସରମାନେ ଦୁର୍ନୀତିରେ ସମ୍ପୃକ୍ତ ଥିଲେ, ସେମାନଙ୍କ ବିରୋଧରେ ତଦନ୍ତ କରାଯାଇ ମାମଲା ରୁଜୁ କରାଯାଇପାରିବ ତାହା ପୁଣି କର୍ତ୍ତୁପକ୍ଷଙ୍କ ଅନୁମତି ନଥିଲେ ମଧ୍ୟ ଏହା ହୋଇପାରିବ । ୨୦୧୪ରେ ସୁପିମକୋର୍ଟ ଦେଇଥିବା ଏହି ରାୟକୁ ୨୦୦୩ ସେପ୍ଟେମ୍ବର ୧୧ ପିଛିଲା ଭାବେ ଲାଗୁ କରିବା ପାଇଁ ସୋମବାର ନିର୍ଦ୍ଦେଶ ଦେଇଛନ୍ତି ।

ଦୁର୍ନୀତି ମାମଲାରେ ଦିଲ୍ଲୀ ସ୍ୱତନ୍ତ୍ର ପୋଲିସ ପ୍ରତିଷ୍ଠାନ ଅଧିନିୟମ, ୧୯୪୬ରେ ଉପରୋକ୍ତ ଅଧିକାରୀଙ୍କ ବିରୋଧର ତଦନ୍ତଓ କାର୍ଯ୍ୟାନୁଷ୍ଠାନ ଲାଗି ଉଚ୍ଚ କର୍ତ୍ତୁପକ୍ଷଙ୍କ ଅନୁମତି ଆଣିବାରେ ବ୍ୟବସ୍ଥା ରହିଥିଲା । କିନ୍ତୁ ୨୦୧୪ ମେ ସର୍ବୋଚ୍ଚ ଅଦାଲତ ଏହାକୁ ଖାରଜ କରିଦେଇଥିଲେ । ଏବେ ଉକ୍ତ ରାୟକୁ ପିଛିଲା ଭାବେ ଲାଗୁ କରିବା ଲାଗି ଜଷ୍ଟିସ ସଞ୍ଜୟ କିଷନ କୌଲଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ସାମ୍ବିଧାନିକ ପୀଠ ସର୍ବସମ୍ମତ ରାୟ ପ୍ରଦାନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା