Masthead

ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

ରାଜଗାଙ୍ଗପୁର, (ବଡ଼ ଖବର ବ୍ୟୁରୋ): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ । ରାଜଗାଙ୍ଗପୁର ଅଞ୍ଚଳରୁ ଆସିଛି ଏଭଳି ଦୁଃଖଦ ଖବର । ସୋମବାର ସକାଳ ପ୍ରାୟ ୮ଟାରେ ବିଜୁ ଏକ୍ସପ୍ରେସ ୱେର ରାଜଗାଙ୍ଗପୁର ରାଣୀବନ୍ଧ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ବାଇକ୍ ଡିଭାଇଡରରେ ବାଡ଼େଇ ହେବାରୁ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ହେଲେ ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା କୁରମକେଲ ପଞ୍ଚାୟତ ହୁତୁପାନି ଗଁର ସୁମିତ କୁଲୁ (୨୨) । ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇଛି । ସୁମିତଙ୍କ ପରିବାର ଲୋକଙ୍କୁ ମଧ୍ୟ ଖବର ଦେଇଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ..