Masthead

ଥମୁନି ମଣିପୁର ହିଂସା, କୁକି ସମ୍ପ୍ରଦାୟର ୩ଜଣଙ୍କୁ ଗୁଳି କରି ହତ୍ୟା

ମଣିପୁର(ବଡ଼ ଖବର ବ୍ୟୁରୋ): ମଣିପୁରରେ ହିଂସା ଥମିବାର ନାଁ ନଉନି । କାଙ୍ଗପୋପକି ଜିଲ୍ଲାରେ ନିଷିଦ୍ଧ ଉଗ୍ରବାଦୀ ଗୋଷ୍ଠୀ ଜନଜାତିର ୩ ଲୋକଙ୍କୁ ଗୁଳି କରି ହତ୍ୟା କରିଛନ୍ତି । ସୂଚନା ମୁତାବକ ଆକ୍ରମଣରୀ ମାନେ ଇମ୍ପାଲ ପଶ୍ଚିମ ଏବଂ ଜିଲ୍ଲାର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଥିବା ଇରେଙ୍ଗ ଓ କରମ୍ ଅଞ୍ଚଳ ମଧ୍ୟରେ ଥିବା ଗ୍ରାମବାସୀଙ୍କୁ ଆକ୍ରମଣ କରିଥିଲେ । ଏହି ହିଂସାକାଣ୍ଡରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଲୋକ ଆହାତ ହୋଇଛନ୍ତି । ଗତ ମେ’ ୩ରୁ ମଣିପୁରରେ ମେଡେଇ ଏବଂ କୁକି ସମ୍ପ୍ରଦାୟ ମଧ୍ୟରେ ଲଗାତାର ସଂଘର୍ଷ ଚାଲିଛି । ଏହି ହିଂସାକାଣ୍ଡରେ ଏ ପର୍ଯ୍ୟନ୍ତ ୧୬୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି । ଏବେ ବି ମଣିପୁରରେ ହିଂସା ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼