Masthead

ଭାରତର ରୋମାଞ୍ଚକ ବିଜୟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ)ଏସିଆ କପ୍ ୨୦୨୩ ରେ ନିଜର ବିଜୟ ଧାରା ଜାରି ରଖିଛି ଟିମ ଇଣ୍ଡିଆ । ସୁପର -୪ର ଶ୍ରୀଲଙ୍କା ବିପକ୍ଷ ମ୍ୟାଚକୁ ୪୧ ରନରେ ନିଜ ନାଁରେ କରି ଫାଇନାଲରେ ସ୍ଥାନ ହାସଲ କରିଛି ରୋହିତ ବାହିନୀ । ଏହି ମ୍ୟାଚରେ ଭାରତୀୟ ଦଳ ୨୧୩ ରନ୍ ସ୍କୋରରେ କରିଥିଲା।

ଏହି ଟାର୍ଗେଟକୁ ସାମ୍ନା କରିବାକୁ ଆସିଥିବା ଶ୍ରୀଲଙ୍କା ଦଳ ୪୧.୩ ଓଭରରେ ୧୭୨ ରନରେ ସମସ୍ତ ଓ୍ୱିକେଟ ହରାଇ ଦେଇଥିଲା ।ଭାରତୀୟ ଦଳ ପକ୍ଷରୁ ପୁଣି ଥରେ ବୋଲିଂରେ କୁଲଦୀପ ଯାଦବଙ୍କ ଯାଦୁ ଦେଖିବାକୁ ମିଳିଥିଲା, ଯିଏ ୪ ୱିକେଟ୍ ନେଇଥିଲେ। ରବିନ୍ଦ୍ର ଜାଡେଜା ଏବଂ ଜସପ୍ରୀତ ବୁମରା ମଧ୍ୟ ୨-୨ ୱିକେଟ୍ ନେଇଥିଲେ। ଏହି ମ୍ୟାଚ୍‌ରେ ପରାଜୟ ସହିତ ଶ୍ରୀଲଙ୍କାର କ୍ରମାଗତ ୧୩ ଟି ମ୍ୟାଚରେ ବିଜୟ ଧାରା ମଧ୍ୟ ଭାଙ୍ଗି ଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ