Masthead

ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି (ବଡ଼ ଖବର ବ୍ୟୁରୋ):ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ଜିଲ୍ଲା ସଘଂର୍ଷ ସମିତିର ଆହ୍ୱାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦରେ ସମସ୍ତ ଦୋକାନବଜାର, ସ୍କୁଲ, କଲେଜ, ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି । ଏହା ସହ ଗାଡି ଚଳାଚଳ ମଧ୍ୟ ବନ୍ଦ ରହିଛି । ଜରୁରୀ କାଳୀନ ସେବାକୁ ଏବଂ ପରାକ୍ଷା ଚାଲୁଥିବା ସ୍କୁଲକୁ ବନ୍ଦରୁ ବାଦ ଦିଆଯାଇଛି । ଆଜିର ଏହି ବନ୍ଦରେ ସହରର ୩୦ରୁ ଅଧିଳ ସଂଗଠନ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ