Masthead

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ରେଡ୍

ବାରିପଦା(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ବାରିପଦା ଜନସ୍ୱାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ ବାଣେଶ୍ୱର ନାଏକ । ସହକାରୀ ଯନ୍ତ୍ରୀଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଞ୍ଚ କରୁଛି ଭିଜିଲାନ୍ସ ଏକ କାଳୀନ ୫ଟି ସ୍ଥାନରେ ଚାଲିଛି ଚଢ଼ାଉ ।ବାରିପଦା ରଘୁନାଥପୁରରେ ତିନି ମହଲା ଆବାସିକ ଘର, ବଡ଼ସାହି ତଳମୁଣ୍ଡରରେ ଥିବା ଦୁଇ ମହଲା ଘର, ତଳଣ୍ଡାରେ ଥିବା ପୈତୃକ ଘର ସହ ବୈଶିଙ୍ଗା ମାଣିତ୍ରୀରେ ଥିବା ସମ୍ପର୍କୀୟଙ୍କ ଘରେ ଚାଲିଛି ଚଢ଼ାଉ । ଚଢ଼ାଉରେ ସାମିଲ ଅଛନ୍ତି ଦୁଇଜଣ ଅତିରିକ୍ତ ଏସପି, ୩ ଡ଼ିଏସପି, ୭ ଇନିସ୍ପେକ୍ଟର, ଜଣେ ଏସଆଇ, ୭ ଏଏସଆଇ ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ