Masthead

ଉଚ୍ଚ ଶିକ୍ଷା ବିଭାଗ କ୍ୟାଲେଣ୍ଡରରେ ନାହିଁ ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ପ୍ରକାଶ ପାଇଲା ଚଳିତ ବର୍ଷର ଉଚ୍ଚ ଶିକ୍ଷା ବିଭାଗର ବାର୍ଷିକ କ୍ୟାଲେଣ୍ଡର । ଚଳିତ ବର୍ଷ ବି ହେବନି ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ । କ୍ରମାଗତ ଷଷ୍ଠଥର ପାଇଁ ହେବ ନାହିଁ କଲେଜ ଇଲେକ୍ସନ । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡର ପ୍ରକାଶ ପାଇଛି । କ୍ୟାଲେଣ୍ଡରରେ କେଉଁ କେଉଁ ଦିନ ଛୁଟି ରହିବ, କେବେ ପରୀକ୍ଷା କରାଯିବ ଓ କେବେ ଅନ୍ୟାନ୍ୟ କାର୍ଯ୍ୟକ୍ରମ କରାଯିବ ସେନେଇ ଉଲ୍ଲେଖ ରହିଛି ।

ମାତ୍ର ଏହି କ୍ୟାଲେଣ୍ଡରରେ ଛାତ୍ର ସଂସଦ ନିର୍ବାଚନ ସମ୍ପର୍କରେ କୌଣସି ସୁଚନା ଦିଆଯାଇନାହିଁ । ଯେଉଁଥିରୁ ସ୍ପଷ୍ଟ ହେଉଛି ଯେ ଏଥର ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ କରାଯିବ ନାହିଁ । ଚଳିତ ବର୍ଷ ଶିକ୍ଷାବର୍ଷରେ ୧୮୦ଦିନ ପାଠପଢ଼ା ଓ ୭୨ଟି ଛୁଟି ଦିବସ ରହିଛି ।୨୦୧୭ ମସିହାରେ ଶେଷ ଥର ପାଇର୍ ରାଜ୍ୟରେ ଛାତ୍ର ଇଲେକ୍ସନ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ