Masthead

ଠିକ କଥା କହିଥିବାରୁ ସୌମ୍ୟଙ୍କୁ ପଦରୁ ବହିସ୍କାର କରାଯାଇଛି ;ମନମୋହନ ସାମଲ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ):ସୌମ୍ୟଙ୍କ ଉପରେ ପ୍ରତିକ୍ରିୟା ରଖିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।  ଠିକ୍ କଥା କହିଥିବାରୁ ତାଙ୍କୁ ପଦରୁ ବହିସ୍କାର କରାଯାଇଥିବା କହିଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବ୍ରହ୍ମପୁର ଗସ୍ତ କରିଛନ୍ତି । ବ୍ରହ୍ମପୁର ଠାରେ ପହଞ୍ଚିବା ପରେ ଦଳୀୟ କର୍ମକର୍ତ୍ତାଙ୍କ ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା ।

ମୋ ଦେଶ ମୋ ମାଟି କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟ ସରକାରଙ୍କ ଅପାରଗତା ଉପରେ ବର୍ଷିଛନ୍ତି । ଫନି ରେ ଆସିଥିବା ଅନୁଦାନ ରାଜ୍ୟ ସରକାର ଖର୍ଚ୍ଚ କରିପାରିନଥିବାବେଳେ ପକ୍କା ଘର ପାଇଁ ଆସିଥିବା କେନ୍ଦ୍ରୀୟ ଅନୁଦାନ ଲୋକଙ୍କ ପାଖରେ ପହଞ୍ଚି ପାରୁନାହିଁ । ୨୪ ରେ ଆମେ ସରକାର ଗଠନ କରିବୁ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା