Masthead

ଏସିଆନ ଗେମ୍ସ ପାଇଁ ଚୟନ ହୋଇଥିବା୧୩ ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଏସିଆନ ଗେମ୍ସରେ ଚୟନ ହୋଇଥିବା ୧୩ଜଣ ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଚାଲିବ ଏସିଆନ୍ ଗେମ୍ସ । ଚୟନିତ ହୋଇଥିବା ୧୩ ଜଣ ଓଡ଼ିଆ ଖେଳାଳି ହେଲେ କିଶୋର ଜେନା, ଅଂଶିକା ଭାରତୀ, ଋତୁ କାଉଡି, ସୋନାଲି ସ୍ୱାଇଁ, ଅନୁପମା ସ୍ୱାଇଁ, ନେହା ଦେବୀ,ପ୍ୟାରୀ, ଦୀପଗ୍ରେସ ଏକ୍କା, ଅମିତ ରୋହିଦାସ, ହୁପି ମାଝୀ, ତୁମୁଣି ମରାଣ୍ଡି, ତରୁଲତା ନାଏକ, ମାମା ନାଏକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା