Masthead

ଲଗାଣ ବର୍ଷା ପରେ ଫୁଲୁଛି ହୀରାକୁଦ, ଖୋଲିବ ୨ଟି ଗେଟ୍

ସମ୍ବଲପୁର(ବଡ଼ ଖବର ବ୍ୟୁରୋ):ଲଗାଣ ବର୍ଷା ପରେ ଫୁଲୁଛି ହୀରାକୁଦ ଖୋଲିବ ହିରାକୁଦର ୨ଟି ଗେଟ୍ । ଆଜି ୪ଟାବେଳେ ଖୋଲାଯିବ ଜଳଭଣ୍ଡାର । ଲଗାଣ  ବର୍ଷା ଯୋଗୁଁ ଉଭୟ ପାର୍ଶ୍ୱର ଗୋଟିଏ ଗୋଟିଏ ଗେଟ ଖେଲାଯିବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ । ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଫୁଲୁଛି ଜଳଭଣ୍ଡାର । ପଲରେ ୨ଟି ଗେଟ ଖୋଲାଯିବ ବୋଲି ନିଷ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ