Masthead

ନରସିଂହ ଭାଇ ଆମ ଦଳ କଥାରେ କାହିଁକି ଏତେ ମୁଣ୍ଡ ଖେଳାଉଛନ୍ତି ;ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ସୌମ୍ୟଙ୍କ ବହିଷ୍କାର ଉପରେ ବୟାନ ରଖିଲେ ବିଜେଡି ନେତା ତଥା କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । କହିଛନ୍ତି ‘ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆମ ଦଳର ସର୍ବେସର୍ବା । ତାଙ୍କ ନିଷ୍ପତ୍ତି ଆମ ପାଇଁ ଆଦେଶ । ସେଥିରେ କାହାର କିଛି କହିବାର ନାହିଁ । ନରସିଂହ ଭାଇ କେଉଁ ଦଳରେ ଅଛନ୍ତି । ସେ ନିଜ ଦଳ କଥା ବୁଝନ୍ତୁ । ଆମ ଦଳ କଥାରେ ସେ କାହିଁକି ଏତେ ମୁଣ୍ଡ ଖେଳାଉଛନ୍ତି । ସେ ନିଜ ଦଳର ଶୃଙ୍ଖଳା କଥା ବୁଝନ୍ତୁ । ଆମ ଦଳରେ ମୁଣ୍ଡ ଖେଳାଇବା ତାଙ୍କର ଦରକାର ନାହିଁ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ଉପରେ ଯୁକ୍ତିତର୍କ ହେବା ଅନୁଚିତ ।’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି