Masthead

ଭିଜିଲାନ୍ସ ଜାଲରେ ବାଣପୁର ଓଏଏସ ଅଧିକାରୀ

ବାଣପୁର(ବଡ଼ ଖବର ବ୍ୟୁରୋ):ଭିଜିଲାନ୍ସ ଜାଲରେ ଓଏଏସ ଅଧିକାରୀ । ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଜେନା କଲୋନୀରେ ଚାଲିଛି ଭିଜିଲାନ୍ସ ରେଡ । ଉକ୍ତ କଲୋନୀରେ ପୂର୍ବତନ ବୁଗୁଡ଼ା ତହସିଲଦାର ଯଥା ବର୍ତ୍ତମାନ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ କାର‌୍ୟ୍ୟରତ ଓଏଏସ ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କ ବାସଭବନରେ ଚାଲିଛି ଭିଜିଲାନ୍ସ ଚଢ଼ାଉ ।

ଭିଜିଲାନ୍ସର ୩ ଗୋଟି ଟିମ ବାଲୁଗାଁ, ହରିପୁର, ଛୋଟରାୟପୁରରେ ଚଢ଼ାଉ ଜାରି ରଖିଛି । ଶ୍ରୀ ଜେନାଙ୍କ ଘର ଚିଲିକା ବ୍ଲକ ହରିପୁର ବୋଲି ଜଣାପଡିଛି । ସେ ମୂଳତଃ ଶିକ୍ଷକ ଥିଲେ ଏବଂ ୨୦୧୬ରେ ଓଆରଏସ ଭାବେ ପଦୋନ୍ନତି ପାଇଁ ଦୁଇ ବର୍ଷ ତଳେ ଓଏଏସ ଭାବେ ପୁଣି ପଦୋନ୍ନତି ପାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ