Masthead

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଘରକୁ ଅଣ୍ଡାମାଡ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସଚୀଙ୍କ ଘରକୁ ଅଣ୍ଡାମାଡ ।ମନ୍ତ୍ରୀଙ୍କ ବାସଭବନ ଘେରାଉ ସହ ଅଣ୍ଡା ମାଡ କଲା ଛାତ୍ର କଂଗ୍ରେସ । ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ଘରକୁ ଅଣ୍ଡାମାଡ । ଛାତ୍ର ସଂସଦ ନିର୍ବାଚନ ଯାହା  ୬ ବର୍ଷ ଧରି ବନ୍ଦ ରହିଛି ତାର ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ଛାତ୍ର କଂଗ୍ରେସ । ସରକାରଙ୍କୁ୨୪ ଘଣ୍ଟାର ସମୟ ଦିଆଯାଇଥିଲା ।

୨୪ ଘଣ୍ଟାର ମଧ୍ୟରେ ନିଷ୍ପତ୍ତି ନବଦଳାଇଲେ ରଜରାସ୍ତାକୁ ଓହ୍ଲାଇବେ ବୋଲି କହିଥିଲେ ଛାତ୍ର କଂଗ୍ରେସ । ନିଷ୍ପତ୍ତି ନବଦଳାଇବାରୁ ବିକ୍ଷୋପ ପଦର୍ଶନ କରିଛି ଛାତ୍ର କଂଗ୍ରେସ ।ଧସ୍ତାଧସ୍ତି ପରେ ଛାତ୍ର କଂଗ୍ରେସଙ୍କୁ ଅଟକ ରଖିଲା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ