Masthead

ପଶ୍ଚିମ ଓଡ଼ିଶା ପ୍ରତି ସରକାର କେବେ ବି ବୈମାତୃକ ମନୋଭାବ କରି ନାହାନ୍ତି ;ରାଜେନ୍ଦ୍ର ଢୋଲକିଆ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ବାଚସ୍ପତି ନିର୍ବାଚନ ପାଇଁ ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ପ୍ରତିକ୍ରିୟା ଦେଇ କହିଛନ୍ତି ‘ସେଇଟା ସଂସଦୀୟ ବ୍ୟାପାର ବିଭାଗ କଥା ଅଛି ମୁଖ୍ୟମନ୍ତ୍ରୀଙ୍କୁ ସେ ଏଇ ବିଷୟରେ ନିହାତି ଅବଗତ କରିଥିବେ । ସେ ଯାହା ନିଷ୍ପତ୍ତି ନେବେ ସେଇଟା ଅଧିକାର କ୍ଷେତ୍ର ର କଥା ।

କିନ୍ତୁ ପଶ୍ଚିମ ଓଡ଼ିଶା ପ୍ରତି ସରକାର କେବେ ବି ବୈମାତୃକ ମନୋଭାବ କରି ନାହାନ୍ତି। ପୂର୍ବ କି ପଶ୍ଚିମ ଓଡିଶା କେବେ ଦେଖନ୍ତିନି ରାଜ୍ୟ ସରକାର । ବୈମାତୃକ ମନୋଭାବ କେବେ ବି ଯୁକ୍ତିଯୁକ୍ତ କି ସ୍ୱୀକାର କରିବା ଯୋଗ୍ୟ ନୁହେଁ’ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ