Masthead

୬୬ ବର୍ଷ ବୟସରେ ଆଖିବୁଜିଲେ ବଲିଉଡ ଅଭିନେତା ରିଓ କାପାଡ଼ିଆ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ମନୋରଞ୍ଚନ ଦୁନିଆରୁ ଆସିଛି ଏକ ଦୁଖଃଦ ଖବର । ବଲିଉଡ ଅଭିନେତା ରିଓ କାପାଡ଼ିଆଙ୍କ ପରଲୋକ ଘଟିଛି । ବଲିଉଡର ଅନେକ ହିଟ ଫିଲ୍ମରେ ଅଭିନୟ କରି ନିଜର ବଳିଷ୍ଠ ପ୍ରତିଭାର ପରିଚୟ ଦେଇଥିଲେ ରିଓ କାପାଡ଼ିଆ । ତାଙ୍କର ମୃତ୍ୟୁରେ ଫିଲ୍ମ ସହ ଜଡ଼ିତ ବହୁ ଅଭିନେତା, ଅଭିନେତ୍ରୀ, ପ୍ରଯୋଜକ, ନିଦେ୍ର୍ଦଶକ, ଟେକ୍ନିସିଆନ ଓ ଅଗଣିତ ପ୍ରଶଶଂକ ମାନେ ଗଭୀର ଶୋକବ୍ୟକ୍ତ କରିଛନ୍ତି ।

ରିଓ ‘ଚକ ଦେ ଇଣ୍ଡିଆ’, ‘ହାପି ନିୟୁ ଇୟର,’ ‘ମର୍ଦ୍ଦାନୀ’, ‘ଖୁଦା ହାପିଜ୍’, ‘ଦି ବିଗ ବୁଲ’, ଆଦି ଅନେକ ଫିଲ୍ମରେ ଅଭିନୟ କରିଥିଲେ । ନିକଟରେ ମେଡ୍ ଇନ ହେଭେନ-୨ର ଏକ ଏପିସୋଡରେ ନଜର ଆସିଥିଲେ ।ତେବେ ତାଙ୍କର ମୃତ୍ୟୁର ସଠିକ କାରଣ ଜଣାପଡିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ