Masthead

ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ବସିବ କ୍ୟାବିନେଟ ବୈଠକ । ୧୫ ପ୍ରସ୍ତାବ ଉପରେ ବାଜିପାରେ ମୋହର । ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଅତିରିକ୍ତ ବଜେଟର ଚିଠା ପ୍ରସ୍ତାବକୁ ମିଳିବ ଅନୁମୋଦନ । ପ୍ରାୟ ୨୫ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଚିଠା ପ୍ରସ୍ତାବ ଉପସ୍ଥାପନା ହୋଇପାରେ । ୨୨ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ । ସୂଚନା ଅନୁସାରେ, ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ ୩୦ହଜାର କୋଟି ଟଙ୍କାର ବଜେଟ୍ ଆସିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ