Masthead

ପାକିସ୍ତାନକୁ ହରାଇ ଫାଇନାଲରେ ଶ୍ରୀଲଙ୍କା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏସିଆ କପ୍ ଫାଇନାଲରେ ଶ୍ରୀଲଙ୍କା । ଶେଷ ବଲରେ ପାକିସ୍ତାନକୁ ହରାଇ ଫାଇନାଲରେ ପ୍ରବେଶ କରିଛି ଶ୍ରୀଲଙ୍କା । ଶ୍ରୀଲଙ୍କା-ପାକିସ୍ତାନ ସୁପର୍-୪ ମ୍ୟାଚ ବେଶ ରୋମାଞ୍ଚକର ଥିଲା । ୪୨ ଓଭର ବିଶିଷ୍ଟ ମ୍ୟାଚରେ ପାକିସ୍ତାନ ଦଳ ୭ ୱିକେଟ୍ ହରାଇ କରିଥିଲା ୨୫୨ ରନ୍ । ମହମ୍ମଦ ରିଜୱାନ ସର୍ବାଧିକ ୮୬ ରନ୍, ଅବଦୁଲ ସଫିକ୍ ୫୨ ରନ୍ ଏବଂ ମହମ୍ମଦ ଇଫତିକାର ୪୭ ରନ୍ର ଇନିଂସ୍ ଖେଳିଥିଲେ । ଶ୍ରୀଲଙ୍କାକୁ ଶେଷ ଓଭରରେ ୮ ରନ୍ ଆବଶ୍ୟକ ଥିବା ବେଳେ ଚରିଥା ଅସଲଙ୍କା ନଟଆଉଟ୍ ରହି ଦଳକୁ ଜିତାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ