Masthead

ଅଭିନୟ ଦ୍ୱାରା ରାଜ୍ୟ ସରକାରଙ୍କୁ ଅବଗତ କରାଇଲେ ଶିକ୍ଷକ

ଆସ୍କା(ବଡ଼ ଖବର ବ୍ୟୁରୋ): ତିନି ଦଫା ଦାବି ନେଇ ପାଠ ପଢା ଛାଡି ପ୍ରାଥମିକ ଶିକ୍ଷକ ସମୂହ ଛୁଟିରେ । ଚକୁଳିଆ ପଣ୍ଡା ବେଶରେ ରାଜ୍ୟ ସରକାରଙ୍କୁ କଲେ ଅଭିନବ ପ୍ରତିବାଦ । ଠିକା ନିଯୁକ୍ତି ବାତିଲ, ୨୦୧୯ କ୍ୟାଡର ରୁଲ ସଂଶୋଧନ, ପ୍ରାଥମିକ ଶିକ୍ଷକଙ୍କୁ କେନ୍ଦ୍ରୀୟ ହାରରେ ଦରମା ପ୍ରଦାନ ଓ ପୁରୁଣା ପେନସନ ଲାଗୁ ଭଳି ତିନି ଦଫା ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘ ଆନ୍ଦୋଳନ ଓହ୍ଲାଇଛନ୍ତି ।

 

ଗତ ୮ ତାରିଖରୁ ଶିକ୍ଷକ ମାନେ ବ୍ଲକ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି । ସୋମବାର ଠାରୁ ସାମୂହିକ ଛୁଟିରେ ରହିଛନ୍ତି । ଏନେଇ ପ୍ରାଥମିକ ସ୍କୁଲରେ ପାଠ ପଢା ଠପ ହୋଇଛି । ଚକୁଳିଆ ପଣ୍ଡା ବେଶରେ ସରକାରଙ୍କୁ ଅଭିନବ ରୁପେ ପ୍ରତିବାଦ କରିଛନ୍ତି ଧରାକୋଟ ପ୍ରାଥମିକ ଶିକ୍ଷକ ସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା