Masthead

ରାଜ୍ୟରେ ବଢୁଛି ସ୍କ୍ରବ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ସ୍କବ ଟାଇଫସ । ରାଜ୍ୟରେ ଏବେ ଡେଙ୍ଗୁ ଚିନ୍ତା ନ ଯାଇଥିବା ବେଳେ ସ୍କ୍ରବ ଟାଇଫସ୍ ଚିନ୍ତା ବଢ଼ାଇଲାଣି । ବରଗଡରେ ସର୍ବାଧିକ ମାମଲା ଦେଖିବାକୁ ମିଳୁଛି । ଗୋଟିଏ ଦିନରେ ସୁନ୍ଦରଗଡ଼ରେ ୨୭ ପଜିଟିଭ ଜିହ୍ନଟ ହୋଇଛନ୍ତି । ସ୍କ୍ରବ ଟାଇଫସ୍ ବଢ଼ୁଥିବାରୁ ଏହାର ପ୍ରତିକାର ପାଇଁ ସମସ୍ତ ଜିଲ୍ଲାର ସିଡିଏମଓ ଓ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି ଜନସ୍ୱାସ୍ଥ୍ୟ ନିଦେ୍ର୍ଦଶକା ଚିଠିରେ ଉଲ୍ଲେଖ କରାଇଛନ୍ତି କି, ହସ୍ପିଟାଲରେ ଡିପିଏଚ୍ଏଲ୍ ମାଧ୍ୟମରେ ରୋଗର ଟେଷ୍ଟିଂ କିଟ ମହଜୁଦ ରଖିବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାିଛି ।ସ୍କବ ଟାଇଫସରେ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ସୁନ୍ଦରଗଡ଼ରେ ସ୍କବ ଟାଇଫଓ ରୋଗୀଙ୍କ ସଂଖ୍ୟା ୧୬୨ରେ ପହଞ୍ଚିଛି । ସେପଟେ ବରଗଡ଼ ଜିଲ୍ଲା ପଦ୍ମପୁର ଉପରଖଣ୍ଡରେ ଆତଙ୍କ ଖେଳାଇଛି ସ୍କ୍ରବ ଟାଇଫସ । ଗତକାଲି ୧୪ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିଲା । ସେଥିରୁ ୫ ଜଣଙ୍କ ସ୍କ୍ରବ ଟାଇଫଓ ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କହିଛନ୍ତି ଆକ୍ରାନ୍ତଙ୍କ ପାଇଁ ମହଜୁଦ ରହିଛି ଓøଷଧ, ବ୍ରସ୍ତୁତ ଅଛନ୍ତି ସ୍ୱତନ୍ତ୍ର ଡାକ୍ତରୀ ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ