Masthead

ନେତାଜୀ ବସ ଟର୍ମିନାଲର ଲୋକାର୍ପଣ କଟକ ସହରକୁ ଦେବ ଏକ ନୂଆ ପରିଚୟ, କାଲି ହେବ ଉଦଘାଟନ

କଟକ(ବଡ଼ ଖବର ବ୍ୟୁରୋ):ଆସନ୍ତାକାଲି ଉଦଘାଟନ ହେବ କଟକ ନେତାଜୀ ବସ ଟର୍ମିନାଲ । ଏଥିପାଇଁ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି । କଟକନୂଆ ବସ ଟର୍ମିନାଲର ଲୋକାର୍ପଣ କଟକ ସହରକୁ ଏକ ନୂଆ ପରିଚୟ ଦେବ । ୧୬ ଏକରରୁ ଅଧିକ ଅଞ୍ଚଳରେ ନିର୍ମିତ ଏହି ବସ ଟର୍ମିନାଲ ପାଇଁ ୭୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ବସ ଟର୍ମିନାଲର ଅନ୍ୟତମ ମୁଖ୍ୟ ଆକର୍ଷଣ ରହିଛି ଏଠାକାର ଆହାର କେନ୍ଦ୍ର ।

ଏହି ବସ ଟର୍ମିନାଲକୁ ସ୍ଥାନାନ୍ତରିତ ହେବ କଟକର ବାଦାମବାଡ଼ି, ଅନୁଗୁଳ, ପୁରୀ ଆଦି ସମସ୍ତ ବସ ଷ୍ଟାଣ୍ଡ । ଏଥିରେ ସବୁ ପ୍ରକାରର ଅତ୍ୟାଧୁନିକ ସୁବିଧା ସୁଯୋଗ ଉପଲବ୍ଧ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ