Masthead

ସେପ୍ଟେମ୍ବର ୧୭ରୁ ଆରମ୍ଭ ହେବ ପ୍ରଧାନମନ୍ତ୍ରୀ ‘ବିଶ୍ୱକର୍ମା ଯୋଜନା’

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଆରମ୍ଭ ହେବ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା । ସେପ୍ଟେମ୍ବର ୧୭ରୁ ଏହି ଯୋଜନା ଆରମ୍ଭ ହେବାକୁ ଯାଉଛି । ଓଡ଼ିଶାର ୩ଟି ସ୍ଥାନରେ କାର୍ୟ୍ୟକ୍ରମ ପାଇଁ ଯୋଜନା ରହିଛି । ଏନେଇ ସୂଚନା ଦେଇଛନ୍ତି ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀ । ଓଡ଼ିଶାରେ ୧ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ ବୋଲି ଆକଳନ କରାଯାଇଛି । ଜିଲ୍ଲା ସ୍ତରରେ ଚିହ୍ନଟ କରିବା ପାଇଁ କମିଟି ରହିବ ।

୨୦୨୩-୨୩ ରୁ ୨୦୨୭-୨୮ ଭିତରେ ୧୩ ହାଜର କୋଟିର ବ୍ୟୟ ଅଟକଳ କରାଯାଇଛି । ପାରମ୍ପରିକ କାରିଗର ଏବଂ ଶିଳ୍ପୀକାର ମାନେ ଉପକୃତ ହେବେ । କୌଳିକ ବୃତ୍ତିକୁ ଆଧାର କରି ଜୀବନଯାପନ କରୁଥିବା ଲୋକଙ୍କୁ ସାମିଲ କରାଯିବ । ବଢେଇ, ଡଙ୍ଗା ନିର୍ମାତା, ପଥର କାରିଗର, ଜୋତା କାରିଗର, ଝୁଡ଼ି, ମସିଣା ଏବଂ କତା କାରିଗର, ଧୋବା, ମାଛ ଜାଲ ନିର୍ମାତା ଭଳି ୧୮ଟି ବର୍ଗଙ୍କୁ ସାମିଲ କରାଯିବ । ପରିଚୟ ପତ୍ର ଏବଂ ସାର୍ଟିଫିକେଟ ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ