Masthead

‘ବିଶ୍ୱକର୍ମା ଯୋଜନାର ଟିକେ ବି ପ୍ରଭାବ ଲୋକଙ୍କ ଉପରେ ପଡିବ ନାହିଁ’ ; ସନ୍ତୋଷ ସିଂ ସାଲୁଜା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଆରମ୍ଭ ହେବାକୁ ଯାଉଥିବା ପ୍ରଧାନମନ୍ତ୍ରୀ ‘ବିଶ୍ୱକର୍ମା ଯୋଜନା’ କୁ ନେଇ ପ୍ରତିକ୍ରିୟା ରଖିଛନ୍ତି,କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା ‘ନିର୍ବାଚନ ଥିବାରୁ ବିଶ୍ୱକର୍ମା ଯୋଜନା ଆଣୁଛନ୍ତି କେନ୍ଦ୍ର ସରକାର’ । କିନ୍ତୁ ଲୋକଙ୍କ ଉପରେ ଏହାର ପ୍ରଭାବ ପଡିବନି କହିଛନ୍ତି କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା । ଦେଶରେ ତୈଳ ଜାତୀୟ ଦ୍ରବ୍ୟ ଓ ଅତ୍ୟାବଶ୍ୟକ ସାମଗ୍ରୀ ଦର ହୁହୁ ହୋଇ ବଢିଛି । ସେଥିପାଇଁ ଲୋକେ ବିଜେପି ସରକାର ଆଡ଼କୁ ଚାହୁଁନାହାନ୍ତି ।

ବିଶ୍ୱକର୍ମା ଯୋଜନାର ଟିକେ ବି ପ୍ରଭାବ ଲୋକଙ୍କ ଉପରେ ପଡିବ ନାହିଁ । ଲୋକେ ବିଜେପି ଓ ଏନଡିଏ ଠାରୁ ଦୂରକୁ ଚାଲି ଯାଇଛନ୍ତି । ବିଶ୍ଵକର୍ମାକୁ ଛାଡି ଯେକୌଣସି ଯୋଜନା କେନ୍ଦ୍ର ସରକାର ଆଣିଲେବି ଲୋକେ ଭୋଟ ଦେବେନାହିଁ । ଲୋକେ ଜାଣିଛନ୍ତି ଏ ସବୁ ଯୋଜନା ଭୋଟ ନେବା ପାଇଁ ଉଦ୍ଦିଷ୍ଟ । ମୋଦୀ ସରକାରରେ କେବଳ ମହଙ୍ଗାଇ ମିଳିଛି । ବଡ଼ ଲୋକଙ୍କୁ ଟଙ୍କା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ