Masthead

ଅନୁଷ୍ଠିତ ହୋଇଛି ‘ମୋ ଦଳର’ ଉଦ୍ଘାଟନୀ ସମାବେଶ

ଯାଜପୁର(ବଡ଼ ଖବର ବ୍ୟୁରୋ): ଯାଜପୁରଜ଼ିଲ୍ଲା ମୋ ଦଳ ସଂଗଠନ ପକ୍ଷ ରୁ ଆଜି ବିରଜା କଲ୍ୟାଣ ମଣ୍ଡପ ରେ ଉଦଘାଟନୀ ସମାରୋହ ଆୟୋଜିତ ହୋଇଛି। କାଯ୍ୟକ୍ରମରେ ନବନିର୍ମାଣର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ଯୋଗ ଦେଇ ଆଗାମୀ ନିର୍ବାଚନରେ ମୋ ଦଳ ଏକ ବିକଳ୍ପ ହୋଇ ଛିଡା ହେବ ବୋଲି ମତ ଦେଇଛନ୍ତି। ବୈଠକରେ ପ୍ରତିଷ୍ଠାତା ସଭାପତି ନିତ୍ୟାସୁନ୍ଦର ଦାଶ ଉପସ୍ଥିତ ରହି ମୋ ଦଳ କୁ ଅଧିକ ସଂଗଠିତ କରିବାକୁ କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି