Masthead

ବିବାଦ ସମାଧାନ; ମହାପ୍ରଭୁଙ୍କର ହେବ ବଡ଼ସ୍ନାନ,ମୁଖ୍ୟ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ଶ୍ରୀମନ୍ଦିର ନୀତିକାନ୍ତି ସ୍ୱଭାବିକ

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ସ୍ୱଭାବିକ ହେଲା ମହାପ୍ରଭୁଙ୍କ ନୀତିକାନ୍ତି । ନୀତିକାନ୍ତିକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂର ହୋଇଛି । ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ପରେ ହେବ ଅନ୍ୟାନ୍ୟ ନିତିକାନ୍ତି । ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସନ ବିଭିନ୍ନ ନିଯୋଗ ସହ ଆଲୋଚନା କରି ବିବାଦର ସମାଧାନ କରିବା ପରେ ମହାପ୍ରଭୁଙ୍କ ନୀତିକାନ୍ତି ଆରମ୍ଭ ହୋଇଛି ।ଏହା ସହ ଆଜି ଶ୍ରୀ ମନ୍ଦିରରେ ସପ୍ତପୁରୀ ଅମାବାସ୍ୟା ନୀତି ରହିଛି । ଏନେଇ ଶ୍ରା ମନ୍ଦିରର ମୁଖ୍ୟ ପ୍ରଶାଶକ ରଞ୍ଜନ କୁମାର ଦାଶ କହିଛନ୍ତି, “ବର୍ତ୍ତମାନ କିଭଳି ମହାପ୍ରଭୁଙ୍କ ନୀତି ଶୃଙ୍ଖଳିତ ଭାବରେ ଅନୁଷ୍ଠିତ ହେବ ତାହା ହେଉଛି ଗୁରୁତ୍ୱପୁର୍ଣ୍ଣ । ଆଗାମୀ ଦିନରେ ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଯାହା କିଛି ପଦକ୍ଷେପ ନିଆଯିବ ।”

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ