Masthead

ନ୍ୟାୟ ମାଗିବାରୁ ମଞ୍ଚ ଛାଡ଼ି ମନ୍ତ୍ରୀ ଫେରାର

କଟକ(ବଡ଼ ଖବର ବ୍ୟୁରୋ):ପିଡ଼ିତାଙ୍କ ମା ନ୍ୟାୟ ମାଗିବାରୁ ମନ୍ତ୍ରୀ ଫେରାର । କଟକ ଜିଲ୍ଲା କଖଡ଼ି ଠାରେ ଦେଖିବାକୁ ମିଳିଛି ଏହି ଘଟଣା । ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏକ ସଭା ମଞ୍ଚରେ ଥିବା ବେଳେ ଭୁବନେଶ୍ୱର ବିଜେବି କଲେଜର ମୃତ ଛାତ୍ରୀ ରୁଚିକାଙ୍କ ମା ନ୍ୟାୟ ମାଗିଥିଲେ । ରାସ୍ତାର ସମ୍ପ୍ରସାରଣ ପାଇଁ କରାଯାଉଥିଲା ଶିଳାନ୍ୟାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ