Masthead

ଡାକ୍ତରଖାନାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସୋର(ବଡ଼ ଖବର ବ୍ୟୁରୋ): ସୋର ଡାକ୍ତରଖାନାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ନୂତନ ଭାବେ ନିର୍ମିତ ହୋଇଥିବା ମହିଳା ଓ ଶିଶୁ ସୁରକ୍ଷା ଗୃହର ପ୍ରଥମ ତାଲା ସିଡ଼ି ପାହାଚ ନିକଟରେ ଜଣେ ବ୍ୟକ୍ତି ବେକରେ ଗାମୁଛା ଦେଇ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ସିଡି ପାହାଚରେ ଥିବା ଫାୟାର ରେଲିଂରେ ବେକରେ ଗାମୁଛା ଲଗାଇ ଝୁଲିଥିବା ଅବସ୍ଥା ରେ କିଛି ଲୋକ ଦେଖିଥିଲେ। ପରେ ଡାକ୍ତରଖାନା କର୍ତୃପକ୍ଷ ସୋର ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ବ୍ୟକ୍ତି ଜଣଙ୍କର ପରିଚୟ ମିଳିନଥିବା ବେଳେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ତାକୁ ନେଇ ସନେ୍ଦହ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ