Masthead

ଉଦଘାଟିତ ହେବ ନେତାଜୀ ବସ୍ ଟର୍ମିନାଲ

କଟକ (ବଡ଼ ଖବର ବ୍ୟୁରୋ): ଆଜି ଉଦଘାଟିତ ହେବ କଟକ ନେତାଜୀ ବସ୍ ଟର୍ମିନାଲ । ଆଜି ଅପରାହ୍ଣରେ ଏହି ଅତ୍ୟାଧୁନିକ ବସଷ୍ଟାଣ୍ଡକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଦଘାଟନୀ ଉତ୍ସବ ପାଇଁ ବସ ଟର୍ମିନାଲ ପରିସରରେ ସବୁ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ୟ୍ୟାୟରେ ପହଞ୍ଚିଛି । ଉଦଘାଟନୀ ଉତ୍ସବକୁ ଆଖିରେ ରଖି ପ୍ରସ୍ତୁତି କାର୍ୟ୍ୟକୁ ବୁଲି ଦେଖିଛନ୍ତି କଟକ ମେୟର, ଡିସିପି ଓ ସିଡିଏ ଅଧ୍ୟକ୍ଷ । ମୋଟ ୧୬ ଏକର ଜମିରେ ୮୪ କୋଟିରୁ ଅଧିକ ଟଙ୍କା ବ୍ୟୟରେ ନିର୍ମାଣ ହୋଇଛି ନେତାଜୀ ବସ ଟର୍ମିନାଲ । ସେପଟେ ଟର୍ମିନାଲର କାମ ସମ୍ପୂର୍ଣ୍ଣ ନକରି ଉଦଘାଟନ କରାଯାଉଥିବାରୁ ବିଜେପି ଏହାକୁ ବିରୋଧ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି