Masthead

ରାତି ଅଧିଆ ଚାଲିଛି କୋଟି କୋଟି ଟଙ୍କାର ବିକାଶ କାମ, ଦୁର୍ନୀତି ଅଭିଯୋଗ ଆଣିଲେ ଗ୍ରାମବାସୀ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ରାତି ଅଧିଆ ଚାଲିଛି କୋଟି କୋଟି ଟଙ୍କାର ବିକାଶ କାମ । ବିନା ରଡରେ କାମ କରାଯାଉଥିବା ସ୍ଥାନୀୟ ବାସିନ୍ଦାଙ୍କ ଅଭିଯୋଗ । ବାଲେଶ୍ୱର ଭୋଗରାଇ ତାଳସାରି ବେଳାଭୂମିରେ କୋଟି କୋଟି ଟଙ୍କାର ବିକାଶ କାର୍ୟ୍ୟରେ କରାଯାଉଛି ଅନିୟମିତତା । ସରକାରୀ ଟଙ୍କା ହଡପ କରିବାରେ ନୂଆ ତରିକା ଆପଣେଛନ୍ତି ସମ୍ପୃକ୍ତ ବିଭାଗ । କୋଟି କୋଟି ଟଙ୍କାର ବିକାଶ କାର୍ୟ୍ୟ ଜଳ ସେଚନ ବିଭାଗ ନେଇ ଥିବା ବେଳେ ରାତି ଅଧିରେ ବିନା ରଡରେ ବର୍ଷାରେ କାମ କରାଯାଉଛି । ନିମ୍ନମାନର କାମ ସହ ଦୁର୍ନୀତି ନେଇ ଅଭିଯୋଗ କରିଛନ୍ତି ସ୍ଥାନୀୟ ବାସିନ୍ଦା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା