Masthead

ବିଧାୟକ-ବ୍ଲକ ଅଧ୍ୟକ୍ଷା ମୁହାଁମୁହିଁ

କଣାସ (ବଡ଼ ଖବର ବ୍ୟୁରୋ): ବିଧାୟକ-ବ୍ଲକ ଅଧ୍ୟକ୍ଷା ମୁହାଁମୁହିଁ   କଣାସ ପଂଚାୟତ ସମିତି ବୈଠକରେ ଉତେଜନା
୫୬ ଲକ୍ଷ ଟଙ୍କା ଅନୁଦାନ ହିସାବକୁ ନେଇ ଉତେଜନା   ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟଙ୍କ ସହ କଥା କଟାକଟି

 

କଣାସ ପଂଚାୟତ ସମିତି ବୈଠକ ରେ ବିଧାୟକଙ୍କ ଉପସ୍ଥିତରେ ଉତେଜନା ! ଉତେଜନାର କାରଣ ପଂଚାୟତ ସମିତିକୁ ଆସିଥିବା ସରକାରୀ ୫୬ଲକ୍ଷ ଟଙ୍କା ଙ୍କୁ ନେଇ ବିଧାୟକ ଉମା ସାମନ୍ତରାୟ ଓ କଣାସ ବ୍ଲକ ଅଧ୍ୟକ୍ଷା ପ୍ରଭାତୀ ରାଉତ ଙ୍କ ଭିତରେ କଥା କଟା କଟି! ଉପସ୍ଥିତ ବିଡ଼ିଓ ନାରାୟଣ ସାହୁ ଘଟଣା ଉପରେ ରଖିଛନ୍ତି ନଜର!

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ