ଭଉଣୀ ଗୀତାଙ୍କ ଶେଷ ଦର୍ଶନ ପାଇଁ ଦିଲ୍ଲୀ ଗଲେ ନବୀନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ବିଶିଷ୍ଟ ଲେଖିକା ଗୀତା ମେହଟ୍ଟାଙ୍କ ପରଲୋକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଝିଅ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଭଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଯାଇଛି । ଦିଲ୍ଲୀସ୍ଥିତ ବାସଭବନରେ ତାଙ୍କ ଦେହାନ୍ତ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ଗୀତାଙ୍କ ଶେଷ ଦର୍ଶନ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଯିବା ନେଇ ସୂଚନା ରହିଛି । ସେ ଜଣେ ପ୍ରଖ୍ୟାତ ଲେଖିକା ଓ ସାମ୍ବାଦିକା ଥିଲେ । ଡକୁମେଣ୍ଟାରୀ ଫିଲ୍ମ ବି ତିଆରି କରିଥିଲେ ଗୀତା ମେହେଟ୍ଟା । ଆମେରିକାର ପ୍ରଖ୍ୟାତ ପ୍ରକାଶକ ସ୍ୱର୍ଗତ ସୋନି ମେହେଟ୍ଟାଙ୍କୁ ସେ ବିବାହ କରିଥିଲେ ।

୧୯୪୩ରେ ଦିଲ୍ଲୀରେ ଗୀତା ମେହେଟ୍ଟାଙ୍କ ଜନ୍ମ ହୋଇଥିଲା । ଭାରତ ଓ ୟୁକେର କ୍ରେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ତାଙ୍କର ପାଠପଢା ହୋଇଥିଲା । ଗୀତା ମେହେଟ୍ଟା ଜଣେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନା ଲେଖିକା ଥିଲେ । ତାଙ୍କ ଲିଖିତ ପୁସ୍ତକଗୁଡିକ ହେଲା-ଏ ରିଭର ସୁତ୍ର, ଦି ଇଟରନାଲ ଗଣେଶ, ସ୍ନେକ ଆଣ୍ଡ ଲାଡର୍ସ ଓ କର୍ମ କୋଲା । ୧୯୪୩ରେ ଦିଲ୍ଲୀରେ ଗୀତା ମେହେଟ୍ଟାଙ୍କ ଜନ୍ମ ହୋଇଥିଲା । ସେ ବିଜୁ ପଟ୍ଟନାୟକଙ୍କ ଏକ ମାତ୍ର ଝିଅ । ଭାରତ ଓ ୟୁକେର କ୍ରେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ତାଙ୍କର ପାଠପଢା ହୋଇଥିଲା । ଗୀତା ମେହେଟ୍ଟା ଜଣେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନା ଲେଖିକା ଥିଲେ । ତାଙ୍କ ଲିଖିତ ପୁସ୍ତକଗୁଡିକ ହେଲା-ଏ ରିଭର ସୁତ୍ର, ଦି ଇଟରନାଲ ଗଣେଶ , ସ୍ନେକ ଆଣ୍ଡ ଲାଡର୍ସ ଓ କର୍ମ କୋଲା । ଗୀତା ମେହେଟ୍ଟା ଅନେକ ବାର ଭୁବନେଶ୍ୱର ଆସିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!