Masthead

ବିଶ୍ୱକର୍ମା ପୂଜା ଓ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ, ଆସିବ ବିଶ୍ୱକର୍ମା ଯୋଜନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ବିଶ୍ୱକର୍ମା ପୂଜା । ସମସ୍ତ ଅନୁଷ୍ଠାନରେ ପୂଜା ପାଉଛନ୍ତି ଦେବଶିଳ୍ପୀ ବିଶ୍ୱକର୍ମା । ବିଶ୍ୱକର୍ମା ପୂଜା ଅବସରରେ ସାରା ଦେଶରେ ଆରମ୍ଭ ହେଉଛି ବିଶ୍ୱକର୍ମା ଯୋଜନା । ଏହି ଯୋଜନାରେ କୌଳିକ ବୃତ୍ତିକୁ ଦିଆଯାଇଛି ପ୍ରାଧାନ୍ୟ । । ପ୍ରତ୍ୟେକଟି ବ୍ୟକ୍ତି ଏହି ଯୋଜନାରେ ହେବେ ଉପକୃତ । ଓଡିଶାରୁ ପ୍ରାୟ ୧ଲକ୍ଷରୁ ଉର୍ଦ୍ଧ୍ୱ ହେବେ ସାମିଲ୍ । ଆଜି ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଜି ୭୩ ତମ ଜନ୍ମଦିନ।

ତାଙ୍କ ଜନ୍ମଦିନ ଉପଲକ୍ଷେ ଦେଶର କୋଣ ଅନୁକୋଣରୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏହି ଅବସରରେ ଏକ ସୁନ୍ଦର ଉପହାର ଦେଇଛନ୍ତି ବାଳୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ବାଳୁକାକଳା ମାଧ୍ୟମରେ ମୋଦିଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ଏହି ବାଲୁକା କଳାରେ ୫୦ ଟି କୋଣାର୍କ ଚକ୍ରକୁ ସ୍ଥାନ ଦିଆଯାଇଛି । ବିଶ୍ୱକର୍ମା ପୂଜାରେ ଭାରତର ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପଡୁଥିବାରୁ ବିଶ୍ୱକର୍ମାଙ୍କ ବାଲୁକା କଳା ମଧ୍ୟ ଦେଖିବାକୁ ମିଳିଥିଲା ଏହି ବାଲୁକା କଳା କୃତିରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା