ବ୍ୟାପୁଛି ସ୍କ୍ରବ ଟାଇଫସ୍: ସୁନ୍ଦରଗଡ଼ରେ ୧୧ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼(ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍ । ଆଜି ପୁଣି ୧୧ ଆକ୍ରାନ୍ତ ଚିହହ୍ନଟ ହୋଇଛନ୍ତି । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଛି ୧୮୦ । ଏନେଇ ସୂଚନା ନେଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଚିର୍ଗସ ନାମକ ଏକ କୀଟ କାମୁଡ଼ିବା ଦ୍ୱାରା ଲେଶକଙ୍କ ଶରୀରରେ ଏହି ସଂକ୍ରମଣ ଆରମ୍ଭ ହୋଇଥାଏ । ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକ ଏହି କୀଟ ଦଂଶନର ଶିକାର ହୋଇଥାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ