Masthead

ଭୁଲ ଚିକିତ୍ସା ଯୋଗୁଁ ନଷ୍ଟ ହୋଇଗଲା ବୃଦ୍ଧାଙ୍କ ଆଖି

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁଲ ଇଂଜେକ୍ସନ ପାଇଁ ଆଖି ହରାଇଲେ ବୃଦ୍ଧା । ଭୂମିକା ଚକ୍ଷୁ ହସ୍ପିଟାଲ ନାମ ରେ ସଙ୍ଗିନ ଅଭିଯୋଗ । ଭୁଲ ଚିକିତ୍ସା ଯୋଗୁଁ ବୃଦ୍ଧାଙ୍କ ଆଖି ନଷ୍ଟ ହୋଇଥିବା ଅଭିଯୋଗ। ସୂଚନା ମୁତାବକ ବାଲେଶ୍ବର ଜିଲ୍ଲା ଜଳେଶ୍ୱର ଭୂମିକା ଚକ୍ଷୁ ହସ୍ପିଟାଲର ମୋତିଆ ବିନ୍ଦୁ କ୍ୟାମ୍ପ ଚାଲନ୍ତି ଗ୍ରାମରେ ଗତ ସେପ୍ଟେମ୍ବର ୭ ତାରିଖରେ ଆୟୋଜନ କରାଯାଇଥିଲା । ଉକ୍ତ କ୍ୟାମ୍ପ ରେ ବାସନ୍ତି ନନ୍ଦି(୭୧) ନାମକ ବୃଦ୍ଧାଙ୍କର ଅସ୍ତ୍ରୋପଚାର କରାଯାଇଥିଲା । ପରେ ବୃଦ୍ଧା ଜଣକ ହସ୍ପିଟାଲରେ ଚିକିତ୍ସା ପାଇଁ ପହଞ୍ଚି ଆଖିରେ ଏକ ଇଂଜେକସନ ଦିଆ ଯାଇଥିଲା । ଇଂଜେକସନ ଦେବାର ଦୁଇ ଦିନ ପରେ ବୃଦ୍ଧାଙ୍କ ଆଖି ସମ୍ପୂର୍ଣ୍ଣ ନଷ୍ଟ ହୋଇ ଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ