Masthead

ଜାତୀୟ ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଥମ ଥର ପାଇଁ ନୂଆ ସଂସଦ ଭବନରେ ପତାକା ଉତ୍ତୋଳନ କରାଯାଇଛି । ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏବଂ ଲୋକସଭା ବାଚସ୍ପତି ଓମ ବିର୍ଲା ନୂଆ ସଂସଦ ଭବନର ଗଜଦ୍ୱାରରେ ପତାକା ଉତ୍ତେଳାନ କରିଥିଷଳ । ଜାତୀୟ ସଙ୍ଗୀତ ପରେ ଦଚନେଁ ଜାତୀ୍ର ପତାକାକୁ ଅଭିବାଦନ ଜଣାଇଥିଲେ । ଏହି ସମୟରେ ସମସ୍ତ କେନ୍ଦ୍ରମନ୍ତ୍ରୀ, ଲୋକସଭାରେ ବିରୋଧୀ ଦଳ ନେତା ଅଧୀର ରଞ୍ଜନ ଚୌଧୁରୀ ଉପସ୍ଥିତ ଥିଲେ । ସୋମବାର ସଂସଦର ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଡକାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା