ଶୁଭାରମ୍ଭ ହେଲା ‘ପିଏମ- ବିଶ୍ୱକର୍ମା ଯୋଜନା’

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଶ୍ୱକର୍ମା ଜୟନ୍ତି ଅବସରରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଛନ୍ତି ।ଏହି ଯୋଜନା ଜରିଆରେ ପାରମ୍ପାରିକ ହସ୍ତଶିଲ୍ପୀ ଏବଂ କାରିଗରୀ ମାନଙ୍କୁ ଅଧିକ ସଶକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ ରଖିଛନ୍ତି । ଏହି ଯୋଜନାରେ ମୁର୍ତ୍ତି କାରିଗର, କମାର, ବଢଢ଼େଇ, ରାଜମିସ୍ତ୍ରି, ସମେତ ୧୮ଟି ବର୍ଗର କାରିଗର ଓ ହସ୍ତଶିଳ୍ପୀ ଉପକୃତ ହେବେ । ଏହି ଯୋଜନାରେ ସାମିଲ ହେବାପାଇଁ ଅନଲାଇନ ଜରିଆରେ ଆବେଦନପତ୍ର ଗ୍ରହଣ କରାଯାଉଛି ।ଆବେଦନ ପତ୍ର ଯାଞ୍ଚ କରାଯାଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ହିତାଧିକାରୀ ମାନଙ୍କ ପାଖକୁ ପରିଚୟ ପତ୍ର ଏବଂ ପ୍ରମାଣ ପତ୍ର ପ୍ରଦାନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!