Masthead

ଦିଲ୍ଲୀରେ ‘ଯଶଭୂମିର’ ଉଦଘାଟନ କରିଛନ୍ତି ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜନ୍ମ ଦିନ ଅବସରରେ ଦିଲ୍ଲୀର ଦ୍ୱାରକାରେ ଯଶୋଭୂମିକୁ ଉଦଘାଟନ କରିଛନ୍ତି ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି । ଯଶୋଭୁମି ବିଶ୍ୱସ୍ତରିୟ ଏକ୍ସପୋ ସେଣ୍ଟର ।ଏକାଥରକେ ଏଠାରେ ୧୧ ହଜାର ଲୋକ ବସିବାର ସୁବିଧା ମିଳିବ । ଏହାର ମୁଖ୍ୟ ସଭାଗାର ୭୩ ହଜାର ବର୍ଗ ମିଟରରେ ବରିବ୍ୟପ୍ତ । ମୁଖ୍ୟ ସଭାଗାରରେ ଏକାଥରକେ ୬ ହଜାର ଲୋକ ବସିବାର କ୍ଷମତା ରହିଛି । ଏଥିରେ ୧୫ଟି କନଭେସନ ରୁମ ଏବଂ ୧୩ଟି ମିଟିଂ ରୁମ ସାମିଲ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼