Masthead

ଜୁଆରରେ ଭାସିଯାଇ ୩ ପର୍ଯ୍ୟଟକଙ୍କ ମୃତ୍ୟୁ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ମାନ୍ଦାରମଣି ତାଜପୁର ବେଳାଭୂମିରେ ଉଚ୍ଚ ଜୁଆରରେ ଘଟିଛି ଭୟଙ୍କର ଦୁର୍ଘଟଣା ଘଟିଛି। ସମୁଦ୍ରରେ ଗାଧୋଇବାକୁ ଯାଇଥିଲେ ବେଳେ ଉଚ୍ଚ ଜୁଆରରେ ଭାସିଗଲେ ୫ ପର୍ଯ୍ୟଟକ। ଖବର ପାଇ ସ୍ଥାନୀୟ ପୋଲିସ ଜାରି ରଖିଥିଲା ଉଦ୍ଧାର କାର୍ଯ୍ୟ । ୫ ଜଣକୁ ପୋଲିସ ଉଦ୍ଧାର କରିଥିବା ବେଳେ ୩ ଜଣଙ୍କ ମୃତ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ