Masthead

ଜରିନ ଖାନଙ୍କ ନାମରେ ଆରେଷ୍ଟ ୱାରେଣ୍ଟ ଜାରି, ଠକେଇ ଅଭିଯୋଗରେ ନିର୍ଦ୍ଦେଶ ଦେଇଛନ୍ତି କୋଲକାତା ଅଦାଲତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଗିରଫ ହୋଇପାରନ୍ତି ଅଭିନେତ୍ରୀ ଜରିନ ଖାନ । ଯାହାକୁ ନେଇ ବର୍ତ୍ତମାନ ଲାଇମଲାଇଟରେ ଅଛନ୍ତି ଅଭିାନତ୍ରୀ । ଏକ ଜାଲିଆତି ମାମଲାରେ କୋଲକାତା କୋରର୍ଟ ବଲିଉଡ ଅଭିନେତ୍ରୀ ଜରିନ ଖାନଙ୍କ ବିରୋଧରେ ୧୭ ସେପ୍ଟେମ୍ବର ୨୦୨୩ରେ ଗିରଫ ୱରେଣ୍ଟ ଜାରି କରିଛନ୍ତି । ୨୦୧୮ରେ ଏକ ଇଭେଣ୍ଟ ମ୍ୟାନେଜମେଣ୍ଟ କମ୍ପାନୀ କୋଲକତାର ୬ଟି କାର୍ଯ୍ୟକ୍ରମରେ ସାମିଲ ନ ହେବା ପାଇଁ ଅଭିନେତ୍ରିଙ୍କ ନାମରେ ମାମଲା ରୁଜୁ କରିଥିଲା।

ମସିହାରେ ଏକ ମାମଲା ରୁଜୁ ହୋଇଥିଲା । ତେବେ ଜରିନ ଖାନ ଜାମିନ ଆବେଦନ କରିନାହାଁନ୍ତି କୀମ୍ବା କୋର୍ଟରେ ହାଜର ହୋଇନାହାନ୍ତି । ବାରମ୍ବାର କୋର୍ଟରେ ହାଜର ହୋଇନଥଇବାରୁ ତାଙ୍କ ବିରୋଧରେ ଗିରଫ ୱାରେଣ୍ଟ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ