Masthead

ଏକାସଙ୍ଗେ ମା’ ଓ ଦୁଇ ପୁଅଙ୍କର ମୃତ୍ୟୁ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଏକାସଙ୍ଗେ ଗୋଟିଏ ପରିବାରର ୩ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଶେରଗଡ ଶ୍ରୀରାମ ନଗରରେ ଘଟିଛି ଏହି ଅଭାବନିୟ ଘଟଣା । ମା’ଓ ଦୁଇ ପୁଅଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗଞ୍ଜାମ ଜିଲ୍ଲା ଶେରଗଡ ଗ୍ରାମରେ ମହାତ୍ମାଗାନ୍ଧି ଉଚ୍ଚ ବିଦ୍ୟାଳୟର ଶିକ୍ଷୟତ୍ରୀ ସାବିତ୍ରୀ ସାହୁ ଓ ତାଙ୍କର ଦୁଇ ପୁଅଙ୍କ ମୃତଦେହ ଉଦ୍ଧାର ହୋଇଛି ।

ଶିକ୍ଷୟତ୍ରୀ ଜଣକ ବାଇପାସ ସ୍ଥିତ ଏକ ଭଡ଼ା ଘରେ ରହୁଥିଲେ। ସକାଳୁ ସାବିତ୍ରୀ ଓ ତାଙ୍କର ଦୁଇ ପୁଅକୁ ଅଚେତ ଅବସ୍ଥାରେ ଶେରଗଡ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଥିଲେ। ତିନିଜଣଙ୍କ ମୃତ୍ୟୁ ଏବେ ସନ୍ଦେହ ଘେରରେ ରହିଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ