Masthead

ଚିକିତ୍ସାର ହାତ ବଢ଼ାଇଛନ୍ତି ଯୁବ ଡାକ୍ତର

ଔପଦା(ବଡ଼ ଖବର ବ୍ୟୁରୋ): ସହଯୋଗର ହାତ ବଢ଼ାଇଲେ ଯୁବ ଡାକ୍ତର । ଟିକେ ଛୁଟି ପାଇଲେ ବିଭିନ୍ନ ଅଞ୍ଚଳକୁ ଯାଇ ରୋଗୀ ଦେଖିବା ସହ ମାଗଣାରେ ଔଷଧ ବିତରଣ କରନ୍ତି। ବାଲେଶ୍ଵର ଜିଲ୍ଲା ଔପଦା ବ୍ଲକ ଅଘିରାପଦା ପଞ୍ଚାୟତ ଦେବଗିରି ପାହାଡ଼ ପାଦ ଦେଶରେ ଥିବା ଛିଞ୍ଚିଡା ଗ୍ରାମର ପବିତ୍ରାଦେବୀ ଶିଶୁ ଭବନରେ ପହଞ୍ଚôଥିଲେ ଯୁବ ଡାକ୍ତର ସୁକାନ୍ତ କୁମାର ସାହୁ।

ଶିଶୁ ଭବନର ସମସ୍ତ ଛାତ୍ରଛାତ୍ରୀମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ମାଗଣାରେ ଔଷଧ ବିତରଣ କରିଥିଲେ । ଯୁବ ଡାକ୍ତରଙ୍କ ସହ ଧର୍ମିଣୀ ତଥା ଶିକ୍ଷୟିତ୍ରୀ ଗାୟତ୍ରୀ ସାହୁ ଛାତ୍ର ଛାତ୍ରୀମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା