Masthead

ରାଜକନିକା ଥାନା ଘେରିଲା କଂଗ୍ରେସ

କେନ୍ଦ୍ରାପଡା (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କେନ୍ଦ୍ରାପଡ଼ା ଜିଲ୍ଲାରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି । ସ୍ପଷ୍ଟ ଦିବାଲୋକରେ ଲୁଟ, ହତ୍ୟା, ଅପହରଣ ଆଦି ଘଟଣା ବଢ଼ି ଚାଲିଛି । ଯାହାର ପ୍ରମାଣ ଗତ ଜୁଲାଇ ଦଶ ତାରିଖ କାଳିକାପୁର ଛକ ନିକଟରେ ସୁଧାଂଶୁ ବିଶ୍ୱାଳ ଗଳା କାଟି ହତ୍ୟା ଘଟଣା ହେଉ କି ଦେଓଗାଁ ନାବାଳିକା ଅଙ୍କିତା ଅପହରଣ ଘଟଣା ହେଉ ।

ଏହାର ଦୀର୍ଘ ଦିନ ପରେବି ରାଜକନିକା ପୋଲିସ କାର୍ଯ୍ୟନୁଷ୍ଠାନ ଶୂନ । ଯାହାକୁ ବିରୋଧ କରି ରାଜକନିକା ବ୍ଲକ କଂଗ୍ରେସ ଡାକରାରେ ଆଳି ନିର୍ବାଚନ ମଣ୍ଡଳୀ କଂଗ୍ରେସ ପକ୍ଷରୁ ରାଜକନିକା ଥାନା ଘେରାଉ କରାଯାଇଛି ଆଗାମୀ ଦିନରେ ଓଡିଶା ପୋଲିସ ଡିଜି ଓ ଉଚ୍ଚ ନ୍ୟାୟଳୟର ଦ୍ୱାରସ୍ଥ ହେବ ବୋଲି କଂଗ୍ରେସ କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ