Masthead

ସମ୍ବାଦ ଅଫିସରେ ପଶିଲା EOW ଟିମ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ‘ସମ୍ବାଦ’ ଅଫିସ୍‌ରେ କ୍ରାଇମବ୍ରାଞ୍ଚ EOW ଟିମ୍‌ । ୧୨ ଜଣିଆ ଟିମ କରୁଛନ୍ତି ରେଡ୍ । ଲୋନ୍‌ ଜାଲିଆତି ଅଭିଯୋଗର ତଦନ୍ତ ପାଇଁ ଖୋଳତାଡ଼ । ପୂର୍ବରୁ ନିଜ କର୍ମଚାରୀଙ୍କ ନାଁରେ ଲୋନ୍ ଦୁର୍ନୀତି କରୁଥିବା ଅଭିଯୋଗ ମାମଲାରେ ଦୈନିକ ଖବରକାଗଜ ସମ୍ବାଦର ପ୍ରକାଶକ କମଳାକାନ୍ତ ମହାପାତ୍ରଙ୍କୁ ଗତକାଲି EOW ପଚରାଉଚରା କରିଥିଲା। ତେବେ ଏନେଇ ଗଣମାଧ୍ୟମ ଆଗରେ କୌଣସି ପ୍ରତିକ୍ରିୟା ରଖିନଥିଲେ କମଳାକାନ୍ତ ।

କର୍ମଚାରୀଙ୍କ ନାଁରେ ଫେକ୍ ଆକାଉଣ୍ଟ କରି ଲୋନ୍ କରାଯାଉଥିବା ଅଭିଯୋଗରେ ସମ୍ବାଦର ସମ୍ପାଦକ ସୌମ୍ୟରଂଜନ ପଟ୍ଟନାୟକ ଏବଂ ମାନବସମ୍ବଳ ବିଭାଗର ଅଧିକାରୀ ବୈଜୟନ୍ତୀ କରଙ୍କ ବିରୋଧରେ ସମ୍ବାଦର ଜଣେ ପୂର୍ବତନ କର୍ମଚାରୀ ଅଭିଯୋଗ କରିଥିଲେ। ତାଙ୍କ ବିନା ଅନୁମତିରେ ନକଲି ଆକାଉଣ୍ଟ ତିଆରି କରି ୫ ଲକ୍ଷ ଟଙ୍କା ୠଣ ଉଠାଯାଇଥିବା ସେ ଦର୍ଶାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ