ଗୋରୁ ବୋଝେଇ ଗାଡ଼ି ଜବତ

ନୀଳଗିରି, (ବଡ଼ ଖବର ବ୍ୟୁରୋ): ନୀଳଗିରି ପୋଲିସ ଚଢ଼ାଉ କରି ଏକ ଗୋରୁ ବୋଝେଇ ଗାଡ଼ି ଜବତ କରିଛି। ସଜନାଗଡ଼ ପଟରୁ ଏକ ଟ୍ରକରେ ଗୋରୁ ବୋଝେଇ ହୋଇ ଆସୁଥିଲା। କୌଣସି ସୂତ୍ରରୁ ଖବର ପାଇ ଆଇଆଇସି ବାସୁଦେବ ଜୟସିଂଙ୍କ ନେତୃତ୍ୱରେ ପୋଲିସ ବାଲିଗୋହିରୀ ବାଇପାସ ରୋଡରେ ଜଗିରହିଥିଲା। ଗାଡ଼ିକୁ ଜବତ କରିବା ପରେ ପୋଲିସ ସେଥିରୁ ତିନୋଟି ଗୋରୁ ଉଦ୍ଧାର କରିଛି। ଡ୍ରାଇଭର ଓ ବେପାରୀଙ୍କୁ ଅଟକ ରଖି ତଦନ୍ତ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ