Masthead

ପ୍ରାଥମିକ ଶିକ୍ଷକ ସଂଘ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶିକ୍ଷକ ଆନ୍ଦୋଳନକୁ ସ୍ଥଗିତ ରଖିଲା ପ୍ରାଥମିକ ମହାସଂଘ । ନିଖିଳ ଉତ୍କଳ ପ୍ରଥମିକ ସଂଘର ଘୋଷଣା । କିଛିଦିନ ପାଇଁ ଆନ୍ଦୋଳନ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଶିକ୍ଷକମାନେ କାଲିଠୁ ସ୍କୁଲରେ ଯୋଗ ଦେବାନେଇ ଶିକ୍ଷକ ସଂଘ ମହାସଚିବଙ୍କ ସୂଚନା ।

ଆନ୍ଦୋଳନ ପ୍ରତ୍ୟାହାର ପାଇଁ ଅନୁରୋଧ କରିଥିଲେ ଅର୍ଥମନ୍ତ୍ରୀ । ଶିକ୍ଷକ ସଂଘର ଷ୍ଟିୟରିଂ କମିଟି ବୈଠକ ପରେ ନିଆଯାଇଛି ନିଷ୍ପତ୍ତି । ସରକାରଙ୍କ ଉପରେ ଆସ୍ଥା ରଖିଲେ ପ୍ରାଥମିକ ଶିକ୍ଷକ । ଦାବି ପୂରଣ ପାଇଁ ଆସନ୍ତା ଡିସେମ୍ବର ଯାଏଁ ସମୟ ନେଲେ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ