Masthead

ଆସୁଛି ଲଘୁଚାପ, ବଢିବ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ପୁଣି ଏକ ଲଘୁଚାପ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । ଘୂର୍ଣ୍ଣିବଳୟ ଉତ୍ତପୂର୍ବ ଓ ପାଶ୍ୱର୍ବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ।

ପ୍ରବଳ ବର୍ଷା ନେଇ ଆଜି ୧୮ ଜିଲ୍ଳାକୁ ୟୋଲୋୱାର୍ଣ୍ଣିଂ ଜାରି କରାଯାଇଛି । ଅଧିକାଂଶ ସ୍ଥାନେର ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୯ ଟି ଜିଲ୍ଳାକୁ ଅରେଞ୍ଜ ଓ ୧୨ ଟି ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା