Masthead

‘ସ୍କ୍ରବ ଟାଇଫସ’ରେ ଆଉ ୧୦ ଜଣ ପଜିଟିଭ ଚିହ୍ନଟ

ସୁନ୍ଦରଗଡ଼(ବଡ଼ ଖବର ବ୍ୟୁରୋ):ସାରା ରାଜ୍ୟରେ ବର୍ତ୍ତମାନ ସ୍କ୍ରବ ଟାଇଫସ କୁ ନେଇ ଆତଙ୍କ ବ୍ୟାପିବାରେ ଲାଗିଛି । ବିଶେଷ କରି ସୁନ୍ଦରଗଡ଼ ଜିଲ୍ଲା ଏହି ଭାଇରସର ହବ ପାଲଟିଛି । ପ୍ରତିଦିନ ଅଧିକ ସଂଖ୍ୟାରେ ପଜିଟିଭ ଚିନ୍ତର ଏବେ ସ୍ୱାସ୍ଥ୍ୟ ବିଭାଗର ଚିନ୍ତା ବଢାଇଛି । ସୁନ୍ଦରଗଡ଼ରୁ ପୁଣି ଏହି ଭାଇରସରେ ୧୦ ଜଣ ନୁଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି ।

ସମଗ୍ର ଜିଲ୍ଲାରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୧୯୩ରେ ପହଞ୍ଚି ସାରିଲାଣି । ବଢୁଥିବା ଏହି ସଂକ୍ରମଣ କୁ ନେଇ ସମସ୍ତେ ଭୟଭିତ ଅଛନ୍ତି । ତେବେ ସୁନ୍ଦରଗଡ ଓ ବରଗଡ଼ରେ ଏହି ରୋଗ ର ଆକ୍ରାନ୍ତଙ୍କ ସଖ୍ୟା ବେଶି ବୃଦ୍ଦି ପାଉଛି । ରବିବାର ଦିନ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ ସୋମବାର ଦିନ ୩ ଏବଂ ଆଜି ନୂଆ ୧୦ ଜଣ ଆକ୍ରାନ୍ତ ହୋଇଛନ୍ତି । ଏହି ରୋଗର ନିରାକରଣ ପାଇଁ ସୁନ୍ଦରଗଡ ଓ ବରଗଡ଼ ଜିଲ୍ଲାକୁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ଟିମ ପଠାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି