Masthead

ଯୌନ ସମ୍ପର୍କ ପାଇଁ ଜୀବନସାଥୀ ମନା କରିବା ଉଚିତ ନୁହେଁ: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଯୌନ ସମ୍ପର୍କ ଉପରେ ଏକ ରାୟ ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ । ଯଦି ବାଧ୍ୟବାଧକତାରେ ଯୌନ ସମ୍ପର୍କ ରଖାଯାଏ ତେବେ ଏହାକୁ ନିଷ୍ଠୁରତା ବିବେଚନା କରାଯିବ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି । ଏକ ଘଟଣା ଆସିଛି ଯେଉଁଠି ମାତ୍ର ୩୫ ଦିନ ବୈବାହିକ ଜୀବନ ବିତାଇଥିବା ଏକ ଦମ୍ପତିଙ୍କ ଛାଡପତ୍ରକୁ ହାଇକୋର୍ଟ କାଏମ ରଖିଛନ୍ତି । ବିବାହରେ ଯୌନ ସମ୍ପର୍କ ନ ରଖିବା ଦୁଃଖଠାରୁ ଅଧିକ ମାରାତ୍ମକ କିଛି ନାହିଁ ବୋଲି ଜଷ୍ଟିସ ସୁରେଶ କୁମାର କାଏତଙ୍କ ଖଣ୍ଡପିଠ କହିଛନ୍ତି ।

ସ୍ତ୍ରୀ ପ୍ରତିରୋଧ କରିଥିବାରୁ ବୈବାହିକ ସୁଖରୁ ସ୍ୱାମୀ ବଞ୍ଚିତ ହୋଇଛନ୍ତି । ସେପଟେ ସ୍ତ୍ରୀ ଙ୍କୁ ଯୌତୁକ ନିର୍ଯାତନା ଦିଆଯାଉଛି ବୋଲି ସ୍ତ୍ରୀ ପୋଲିସରେ ଅଭିଯୋଗ ମଧ୍ୟ କରିଥିଲେ । ମାତ୍ର ତାର କୌଣସି ସାକ୍ଷ ପ୍ରମାଣ ନାହିଁ । ତେବେ ଇଚ୍ଚାକୃତ ଭାବରେ ଜିବନସାଥୀ ଯୌନ ସମ୍ବନ୍ଧକୁ ମନା କରିବା ନିଷ୍ଠୁରତା, ବିଶେଷ କରି ନବବିବାହିତଙ୍କ କ୍ଷେତ୍ରରେ ଏହା ଦମ୍ପତିଙ୍କ ଛାଡ଼ପତ୍ର ପାଇଁ ଯଥେଷ୍ଟ କାରଣ ବୋଲି ଖଣ୍ଡପୀଠ ସ୍ପଷ୍ଟ କରିଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ